Psalms 50:5 — Compare Translations

5 translations compared side by side

Odia - 1840
"ପରମେଶ୍ବର କହନ୍ତି, ମାରେ ଅନୁସରଣକାରୀଗଣ, ମାେ ଚତୁଃପାଶର୍‌ବରେ ଏକତ୍ରୀତ ହୁଅ। ମାରେ ଉପାସକଗଣ, ଯେଉଁମାନେ ମାେ ସହିତ ଚୁକ୍ତି କଲ, ତୁମ୍ଭମାନେେ ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ବଳିଦାନ ଦ୍ଵାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହନ୍ତି, “ମୋର ଅନୁସରଣକାରୀଗଣ, ମୋ’ ଚତୁର୍ପାର୍ଶ୍ୱରେ ଏକତ୍ରିତ ହୁଅ। ମୋର ଉପାସକଗଣ, ଯେଉଁମାନେ ମୋ’ ସହିତ ଚୁକ୍ତି କଲ, ତୁମ୍ଭେମାନେ ଆସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
Odia IRV 2017 (ଓଡିଆ ବାଇବେଲ)
“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”