Psalms 50:6 — Compare Translations
5 translations compared side by side
Odia - 1840
"ପରମେଶ୍ବର ହେଉଛନ୍ତି ବିଚାରକର୍ତ୍ତା। ସ୍ବର୍ଗ ତାଙ୍କର ନ୍ଯାଯ ପ୍ରିଯତାକୁ ବର୍ଣ୍ଣନା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସ୍ଵର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ଵର ସ୍ଵୟଂ ବିଚାରକର୍ତ୍ତା । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ହେଉଛନ୍ତି ବିଗ୍ଭରକର୍ତ୍ତା। ସ୍ୱର୍ଗ ତାଙ୍କର ନ୍ୟାୟ ପ୍ରିୟତାକୁ ବର୍ଣ୍ଣନା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା]