Psalms 50:7 — Compare Translations

5 translations compared side by side

Odia - 1840
"ପରମେଶ୍ବର କହନ୍ତି, ଇଶ୍ରାୟେଲର ଅଧିବାସୀଗଣ, ମାରେ ଅନୁଗାମୀମାନେ ମାରେ କଥା ଶୁଣ, ମୁଁ ତୁମ୍ଭକୁ ତାହାର ପ୍ରମାଣ ଦଖାଇବେି ୟାହା ତୁମ୍ଭ ବିରୁଦ୍ଧରେ ୟିବ। ମୁଁ ହିଁ ପରମେଶ୍ବର, ତୁମ୍ଭର ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ଵର, ତୁମ୍ଭର ପରମେଶ୍ଵର,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହନ୍ତି, “ଇସ୍ରାଏଲର ଅଧିବାସୀଗଣ, ମୋର ଅନୁଗାମୀମାନେ ମୋର କଥା ଶୁଣ, ମୁଁ ତୁମ୍ଭକୁ ତାହାର ପ୍ରମାଣ ଦେଖାଇବି ଯାହା ତୁମ୍ଭ ବିରୁଦ୍ଧରେ ଯିବ। ମୁଁ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
Odia IRV 2017 (ଓଡିଆ ବାଇବେଲ)
“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,