Psalms 50:8 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭର ବଳିଦାନ ବିଷଯରେ ଅଭିଯୋଗ କରୁ ନାହିଁ। ତୁମ୍ଭେ ଇଶ୍ରାୟେଲର ଅଧିବାସୀଗଣ ପ୍ରତିଦିନ ମାେ ପାଇଁ ହାମବେଳି ଆଣୁଅଛ। ତୁମ୍ଭେ ତାହାକୁ ମାେତେ ପ୍ରତିଦିନ ଅର୍ପଣ କରୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ବଳିଦାନ ବିଷୟରେ ଅଭିଯୋଗ କରୁ ନାହିଁ, ତୁମ୍ଭେ ଇସ୍ରାଏଲର ଅଧିବାସୀଗଣ ପ୍ରତିଦିନ ମୋ’ ପାଇଁ ହୋମବଳି ଆଣୁଅଛ, ତୁମ୍ଭେ ତାହାକୁ ମୋତେ ପ୍ରତିଦିନ ଅର୍ପଣ କରୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।