Psalms 50:9 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭ ଗୃହରୁ ବଳଦମାନଙ୍କୁ ନବେି ନାହିଁ କି ମୁଁ ତୁମ୍ଭର ଗୁହାଳରୁ ଛଳେିମାନଙ୍କୁ ନବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କି ତୁମ୍ଭ ଖୁଆଡ଼ରୁ ଛାଗ ନେବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ଗୃହରୁ ବଳଦମାନଙ୍କୁ ନେବି ନାହିଁ କି ମୁଁ ତୁମ୍ଭର ଗୁହାଳରୁ ଛେଳିମାନଙ୍କୁ ନେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ବା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।