Psalms 51:1 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଆପଣଙ୍କ ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମାରେ ସମସ୍ତ ପାପ କ୍ଷମା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ । ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ । ହେ ପରମେଶ୍ଵର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବ‌ଥ୍‌ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟ‌ଦ୍‌ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋ’ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମୋର ସମସ୍ତ ପାପ କ୍ଷମା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।