Psalms 51:10 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମାେ ଅନ୍ତରେ ଏକ ପବିତ୍ର ଆତ୍ମା ସୃଷ୍ଟି କର!ମାେତେ ଗୋଟିଏ ନୂଆ ଓ ବିଶ୍ବସ୍ତ ଆତ୍ମା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର! ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।