Psalms 51:11 — Compare Translations

5 translations compared side by side

Odia - 1840
"ତୁମ୍ଭଠାରୁ ମାେତେ ଦୂର କର ନାହିଁ! ଏବଂ ତୁମ୍ଭର ପବିତ୍ର ଆତ୍ମା ମାଠାରୁେ ନିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼଠାରୁ ନିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭଠାରୁ ମୋତେ ଦୂର କର ନାହିଁ! ଏବଂ ତୁମ୍ଭର ପବିତ୍ରଆତ୍ମା ମୋ’ଠାରୁ ନିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ।