Psalms 51:13 — Compare Translations

5 translations compared side by side

Odia - 1840
"ମୁଁ ଅପରାଧିମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି ଏବଂ ସମାନେେ ତୁମ୍ଭ ପାଖକୁ ଫରେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଅପରାଧୀମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି ଏବଂ ସେମାନେ ତୁମ୍ଭ ପାଖକୁ ଫେରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।