Psalms 51:14 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମୃତ୍ଯୁ ଦଣ୍ଡରୁ ମାେତେ ରକ୍ଷା କର। ହେ ମାରେ ପରମେଶ୍ବର, ଆପଣ ହେଉଛନ୍ତି ଏକମାତ୍ର ୟେ କି ମାେତେ ରକ୍ଷା କରି ପାରିବେ!ତୁମ୍ଭେ ମାେ ପାଇଁ କରିଥିବା ଧର୍ମ ବିଷଯ କାର୍ୟ୍ଯସବୁ ମୁଁ ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ମୋʼ ତ୍ରାଣର ପରମେଶ୍ଵର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ଵା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ଵରରେ ଗାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୃତ୍ୟୁ ଦଣ୍ଡରୁ ମୋତେ ରକ୍ଷା କର। ହେ ମୋର ପରମେଶ୍ୱର, ଆପଣ ହେଉଛନ୍ତି ଏକମାତ୍ର ଯେକି ମୋତେ ରକ୍ଷା କରି ପାରିବେ! ତୁମ୍ଭେ ମୋ’ ପାଇଁ କରିଥିବା ଧର୍ମ ବିଷୟର କାର୍ଯ୍ୟସବୁ ମୁଁ ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋʼ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।