Psalms 51:15 — Compare Translations

5 translations compared side by side

Odia - 1840
"ମାରେ ପ୍ରଭୁ, ମାେତେ ପାଳନ କରିବାର କାରଣ ଦିଅ, ମାରେ ଓଠ ଖାେଲ ତହିଁରେ ମାରେ ମୁଖ ତୁମ୍ଭର ପ୍ରଶଂସା ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ, ମୋତେ ପାଳନ କରିବାର କାରଣ ଦିଅ, ମୋର ଓଠ ଖୋଲ ତହିଁରେ ମୋର ମୁଖ ତୁମ୍ଭର ପ୍ରଶଂସା ଗାନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ମୋ’ ଓଷ୍ଠାଧର ଫିଟାଅ, ତହିଁରେ ମୋ’ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।