Psalms 51:16 — Compare Translations
5 translations compared side by side
Odia - 1840
"ତୁମ୍ଭେ ପ୍ରକୃତରେ ବଳିଦାନ ଚାହିଁ ନାହଁ ଏବଂ ତୁମ୍ଭେ ହାମବେଳିରେ ସନ୍ତୁଷ୍ଟ ନୁହଁ। ତା' ହେଲେ ମୁଁ ସଗେୁଡ଼ିକ ଦଇେଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପ୍ରକୃତରେ ବଳିଦାନ ଗ୍ଭହିଁ ନାହଁ ଏବଂ ତୁମ୍ଭେ ହୋମବଳିରେ ସନ୍ତୁଷ୍ଟ ନୁହଁ। ତା’ହେଲେ ମୁଁ ସେଗୁଡ଼ିକ ଦେଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।