Psalms 51:17 — Compare Translations

5 translations compared side by side

Odia - 1840
"ନମ୍ର ଆତ୍ମା ପରମେଶ୍ବରଙ୍କର ଗ୍ରାହ୍ଯବଳି। ହେ ପରମେଶ୍ବର, ତୁମ୍ଭେ ନମ୍ର ହୃଦଯକୁ ଓ ପାପ ପାଇଁ ଅନୁତପ୍ତ ହୃଦଯକୁ ପ୍ରତ୍ଯାଖ୍ଯାନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭଗ୍ନ-ଆତ୍ମା ପରମେଶ୍ଵରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ଵର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନମ୍ର ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟବଳି। ହେ ପରମେଶ୍ୱର, ତୁମ୍ଭେ ନମ୍ର ହୃଦୟକୁ ଓ ପାପ ପାଇଁ ଅନୁତପ୍ତ ହୃଦୟକୁ ପ୍ରତ୍ୟାଖ୍ୟାନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।