Psalms 51:18 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର। ତୁମ୍ଭେ ୟିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର। ତୁମ୍ଭେ ଯିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।