Psalms 51:19 — Compare Translations

5 translations compared side by side

Odia - 1840
"ଏହାପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହାମବେଳି, ଉପ ଭୋଗ କରିବ। ଏବଂ ଲୋକମାନେ ପୁନର୍ବାର ତୁମ୍ଭ ୟଜ୍ଞବଦେୀରେ ବୃଷଭମାନ ଉତ୍ସର୍ଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହୋମବଳି, ଉପଭୋଗ କରିବ। ଏବଂ ଲୋକମାନେ ପୁନର୍ବାର ତୁମ୍ଭ ଯଜ୍ଞବେଦିରେ ବୃଷଭମାନ ଉତ୍ସର୍ଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।