Psalms 51:3 — Compare Translations

5 translations compared side by side

Odia - 1840
"ମୁଁ ଜାଣେ ମୁଁ ପାପ କରିଛି। ମାରେ ପାପ ସବୁ ସର୍ବଦା ମାରେ ସମ୍ମୁଖରେ ଦଖାଯାେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଆପଣା ଅଧର୍ମ ସ୍ଵୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ମୁଁ ପାପ କରିଛି। ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ’ ପାପ ସର୍ବଦା ମୋ’ ସମ୍ମୁଖରେ ଅଛି।