Psalms 51:4 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ଓ ତୁମ୍ଭେ ନିଜେ ମୁଁ ତାହାହିଁ କରିଛି ୟାହା ତୁମ୍ଭ ଦୃଷ୍ଟିରେ ଭୁଲ୍। ତୁମ୍ଭେ ଠିକ୍ କୁହ, ଯେତବେେଳେ ମାରେ ବିଚାର ଓ ନ୍ଯାଯ ସେତବେେଳେ ମାେତେ ଦୋଷୀ ବୋଲି କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍। ତୁମ୍ଭେ ଠିକ୍ କୁହ, ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।