Psalms 51:5 — Compare Translations

5 translations compared side by side

Odia - 1840
"ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହଲିେ ଓ ପାପରୁ ହିଁ ମାରେ ମା ମାେତେ ଗର୍ଭରେ ଧାରଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି ଓ ପାପରୁ ହିଁ ମୋର ମା ମୋତେ ଗର୍ଭରେ ଧାରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ’ ମାତା ମୋତେ ଗର୍ଭରେ ଧାରଣ କଲା।