Psalms 51:6 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମୁଁ ବିଶ୍ବସ୍ତ ହୁଏ ବୋଲି ତୁମ୍ଭେ ଚାହଁ, ତଣେୁ ମାେ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ, ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।