Psalms 51:7 — Compare Translations
5 translations compared side by side
Odia - 1840
"ଔଷଧିଯ ବୃକ୍ଷର ପ୍ରଯୋଗ କରି ମାେତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଲ ହବୋ ପର୍ୟ୍ଯନ୍ତ ମାେତେ ପ୍ରକ୍ଷାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
Odia IRV 2017 (ଓଡିଆ ବାଇବେଲ)
ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।