Psalms 51:8 — Compare Translations
5 translations compared side by side
Odia - 1840
"ଆଉ ମାେତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ। ତୁମ୍ଭ ଦ୍ବାରା ଭଗ୍ନ ଅସ୍ଥି ସବୁ ଆନନ୍ଦରେ ପ୍ରଫୁଲ୍ଲିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ଵାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ। ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
Odia IRV 2017 (ଓଡିଆ ବାଇବେଲ)
ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।