Psalms 51:9 — Compare Translations

5 translations compared side by side

Odia - 1840
"ମାରେ ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ। ମାରେ ପାପ ସବୁ ପୋଛିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜ୍ଜନା କର ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ। ମୋର ପାପ ସବୁ ପୋଛିଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜନା କର।
Odia IRV 2017 (ଓଡିଆ ବାଇବେଲ)
ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର।