Psalms 52:1 — Compare Translations

5 translations compared side by side

Odia - 1840
"ହେ ଶ୍ରେଷ୍ଠ, ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି? ପରମେଶ୍ବରଙ୍କ ବିଶ୍ବସ୍ତ ପ୍ରମେ ମାେତେ ଦିନ ତମାମ ସୁରକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ଵାଦ ଦେବା ବେଳେ ରଚିତ । ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍, “ଦାଉଦ ଅହୀମେଲକର ଗୃହରେ ଅଛନ୍ତି” ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି? ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ?