Psalms 52:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ଲୋକମାନଙ୍କୁ ଧ୍ବଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ବା କ୍ଷୁରତୁଲ୍ଯ ତିକ୍ଷ୍ମ। ତୁମ୍ଭେ ମିଥ୍ଯା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଦୟା ନିତ୍ୟସ୍ଥାୟୀ । ତୁମ୍ଭର ଜିହ୍ଵା ନିତା; ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀ‌କ୍ଷ୍‌ଣ। ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।