Psalms 52:3 — Compare Translations

5 translations compared side by side

Odia - 1840
"ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ। ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ଯା କହିବାକୁ ଅଧିକ ଭଲ ପାଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ। ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। [ସେଲା]