Psalms 52:4 — Compare Translations
5 translations compared side by side
Odia - 1840
"ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ବାକୁ ଭଲ ପାଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ଵେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ୱାକୁ ଭଲ ପାଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।