Psalms 52:6 — Compare Translations
5 translations compared side by side
Odia - 1840
"ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହବେେ। ସମାନେେ ତୁମ୍ଭକୁ ପରିହାସ କରି କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ। ସେମାନେ ତୁମ୍ଭକୁ ପରିହାସ କରି କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,