Psalms 52:7 — Compare Translations
5 translations compared side by side
Odia - 1840
" ଦେଖ ତାଙ୍କୁ କ'ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ବରଙ୍କୁ ବିଶ୍ବାସ କଲା ନାହିଁ। ସେ ଭାବିଲା, ତା'ର ଧନ ଏବଂ ମିଥ୍ଯା ତାକୁ ଉଦ୍ଧାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଏହି ଲୋକ ପରମେଶ୍ଵରଙ୍କୁ ଆପଣାର ବଳ ସ୍ଵରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା । ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ, ତାଙ୍କୁ କ’ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ। ସେ ଭାବିଲା, ତା’ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।