Psalms 52:8 — Compare Translations

5 translations compared side by side

Odia - 1840
"କିନ୍ତୁ ମୁଁ ପରମେଶ୍ବରଙ୍କ ମନ୍ଦିରରେ ବଢୁଥିବା ଏକ ସତଜେ ଜିତବୃକ୍ଷ ତୁଲ୍ଯ ଅଛି। ମୁଁ ଅନନ୍ତକାଳ ପରମେଶ୍ବରଙ୍କ ପ୍ରମରେେ ବିଶ୍ବାସ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ପରମେଶ୍ଵରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି । ମୁଁ ଅନନ୍ତକାଳ ପରମେଶ୍ଵରଙ୍କ ଦୟାରେ ବିଶ୍ଵାସ କଲି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।