Psalms 53:1 — Compare Translations

5 translations compared side by side

Odia - 1840
"କବଳେ ନିର୍ବୋଧଗଣ ଭାବନ୍ତି, ପରମେଶ୍ବର ନାହାନ୍ତି। ସମାନେେ ଦୁର୍ନିତୀଗ୍ରସ୍ତ ଓ ସମାନଙ୍କେର କୁକର୍ମଗୁଡ଼ିକ ଭୟଙ୍କର, ଓ ସମାନଙ୍କେ ମଧ୍ଯରୁ କହେି ଭଲକାମ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ଵରରେ ଦାଉଦଙ୍କର ମସ୍କୀଲ୍ । ପରମେଶ୍ଵର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କ ମସ୍କୀଲ୍। କେବଳ ନିର୍ବୋଧଗଣ ଭାବନ୍ତି, ପରମେଶ୍ୱର ନାହାନ୍ତି। ସେମାନେ ଦୁର୍ନିତୀଗ୍ରସ୍ତ ଓ ସେମାନଙ୍କର କୁକର୍ମଗୁଡ଼ିକ ଭୟଙ୍କର, ଓ ସେମାନଙ୍କ ମଧ୍ୟରୁ କେହି ଭଲକାମ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।