Psalms 53:2 — Compare Translations

5 translations compared side by side

Odia - 1840
"ପରମେଶ୍ବର ସ୍ବର୍ଗରୁ ସମସ୍ତ ମନୁଷ୍ଯ ସମାଜକୁ ନିରୀକ୍ଷଣ କରନ୍ତି। ସେ ଲକ୍ଷ୍ଯ କରନ୍ତି, ୟଦି କହେି ଜ୍ଞାନୀ ବ୍ଯକ୍ତି ପରମେଶ୍ବରଙ୍କୁ ଅନ୍ବଷେଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିବେଚକ କେହି ଅଛି କି ନାହିଁ, ପରମେଶ୍ଵରଙ୍କର ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ଵର ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସ୍ୱର୍ଗରୁ ସମସ୍ତ ମନୁଷ୍ୟ ସମାଜକୁ ନିରୀକ୍ଷଣ କରନ୍ତି। ସେ ଲକ୍ଷ୍ୟ କରନ୍ତି, ଯଦି କେହି ଜ୍ଞାନୀ ବ୍ୟକ୍ତି ପରମେଶ୍ୱରଙ୍କୁ ଅନ୍ୱେଷଣ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।
Odia IRV 2017 (ଓଡିଆ ବାଇବେଲ)
ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।