Psalms 53:3 — Compare Translations

5 translations compared side by side

Odia - 1840
"ସମାନଙ୍କେର ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କଠାରୁ ବିମୁଖ ହାଇେଛନ୍ତି। ସେ ସମସ୍ତେ ଅଶୁଚି ହାଇେଅଛନ୍ତି। କୌଣସି ଲୋକ ସମାନଙ୍କେ ମଧ୍ଯରୁ ସୁକର୍ମ କରି ନାହାନ୍ତି। ନାଁ, ଜଣେ କହେି ନାହିଁ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରୁ ବିମୁଖ ହୋଇଛନ୍ତି। ସେ ସମସ୍ତେ ଅଶୁଚି ହୋଇଛନ୍ତି। କୌଣସି ଲୋକ ସେମାନଙ୍କ ମଧ୍ୟରୁ ସୁକର୍ମ କରି ନାହାନ୍ତି। ନାଁ, ଜଣେ କେହି ନାହିଁ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।