Psalms 53:4 — Compare Translations
5 translations compared side by side
Odia - 1840
"ପରମେଶ୍ବର କହନ୍ତି, ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ? ଅଧର୍ମାଚାରୀମାନେ ଖାଦ୍ୟଗ୍ରାସ କଲାପରି ମାେ ଲୋକମାନଙ୍କୁ ଗ୍ରାସ କରୁଛନ୍ତି ଏବଂ ସମାନେେ ମାେତେ ପ୍ରାର୍ଥନା କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହନ୍ତି, “ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ? ଅଧର୍ମାଗ୍ଭରୀମାନେ ଖାଦ୍ୟଗ୍ରାସ କଲାପରି ମୋ’ ଲୋକମାନଙ୍କୁ ଗ୍ରାସ କରୁଛନ୍ତି ଏବଂ ସେମାନେ ମୋତେ ପ୍ରାର୍ଥନା କରନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋʼ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋ’ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।