Psalms 53:5 — Compare Translations
5 translations compared side by side
Odia - 1840
"କିନ୍ତୁ ସହେି ଅଧର୍ମାଚାରୀ ଲୋକମାନେ ଭୟଭୀତ ହବେେ। ଏପରି ସମାନେେ ପୂର୍ବରୁ କବେେ ଭୟଭୀତ ହାଇେ ନ ଥିବେ। ଇଶ୍ରାୟେଲ, ସହେି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି। କିନ୍ତୁ ପରମେଶ୍ବର ସମାନଙ୍କେୁ ପରିତ୍ଯାଗ କରିଛନ୍ତି। ତୁମ୍ଭମାନେେ ସମାନଙ୍କେୁ ପରାସ୍ତ କରିବ ଏବଂ ପରମେଶ୍ବର ସମାନଙ୍କେର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ଵର ତୁମ୍ଭ ବିରୁଦ୍ଧରେ ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ଵର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ଅଧର୍ମାଗ୍ଭରୀ ଲୋକମାନେ ଭୟଭୀତ ହେବେ। ଏପରି ସେମାନେ ପୂର୍ବରୁ କେବେ ଭୟଭୀତ ହୋଇ ନ ଥିବେ। ଇସ୍ରାଏଲ, ସେହି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି। କିନ୍ତୁ ପରମେଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି। ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରିବ ଏବଂ ପରମେଶ୍ୱର ସେମାନଙ୍କର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।