Psalms 53:6 — Compare Translations
5 translations compared side by side
Odia - 1840
"ମୁଁ ଇଚ୍ଛାକରେ, ସହେି ବିଜଯ ସିୟୋନ ପର୍ବତରୁ ଇଶ୍ରାୟେଲକୁ ଆସନ୍ତା! ଯେତବେେଳେ ପରମେଶ୍ବର ଆପଣା ଲୋକମାନଙ୍କୁ ପୁଣିଥରେ ବନ୍ଦୀତ୍ବରୁ ଆଣିବେ, ସେ ତବେଳେେ ୟାକୁବ ଆନନ୍ଦିତ ହବେେ ଏବଂ ଇଶ୍ରାୟେଲ ଉଲ୍ଲସିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ, ଯେବେ ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତାଣ!
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଇଚ୍ଛାକରେ, ସେହି ବିଜୟ ସିୟୋନ ପର୍ବତରୁ ଇସ୍ରାଏଲକୁ ଆସନ୍ତା କି! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ପୁଣି ଥରେ ବନ୍ଦୀତ୍ୱରୁ ଆଣିବେ, ସେତେବେଳେ ଯାକୁବ ଆନନ୍ଦିତ ହେବେ ଏବଂ ଇସ୍ରାଏଲ ଉଲ୍ଲସିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।