Psalms 54:1 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମାେତେ ରକ୍ଷା କର। ତୁମ୍ଭ ମହାପରାକ୍ରମ ଶକ୍ତି, ବ୍ଯବହାର କରି ପ୍ରମାଣ କର ୟେ, ମୁଁ ନିରୀହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭ ନାମ ଦ୍ଵାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ଯେତେବେଳେ ସୀଫୀୟମାନେ ଶାଉଲଠାକୁ ଗଲେ ଓ ଏହି କଥା କହିଲେ, “ଆମ୍ଭେମାନେ ଭାବୁଛୁ ଦାଉଦ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।” ସେହି ସମୟରେ ଏହା ରଚିତ। ହେ ପରମେଶ୍ୱର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମୋତେ ରକ୍ଷା କର। ତୁମ୍ଭ ମହାପରାକ୍ରମ ଶକ୍ତି ବ୍ୟବହାର କରି ପ୍ରମାଣ କର ଯେ, ମୁଁ ନିରୀହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।