Psalms 54:2 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ମାରେ ପ୍ରାର୍ଥନା ଶୁଣ। ମାହେର ଗୁହାରି ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୋର ପ୍ରାର୍ଥନା ଶୁଣ। ମୋହର ଗୁହାରି ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋ’ ମୁଖର କଥାରେ କର୍ଣ୍ଣପାତ କର।