Psalms 54:3 — Compare Translations
5 translations compared side by side
Odia - 1840
"ଅପରିଚିତ ଲୋକମାନେ କହେି ପରମେଶ୍ବରଙ୍କୁ ଉପାସନା କରନ୍ତି ନାହିଁ। ପରାକ୍ରମଶାଳୀ ଲୋକମାନେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି ଦୁର; ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି । ସେମାନେ ପରମେଶ୍ଵରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ଅପରିଚିତ ଲୋକମାନେ କେହି ପରମେଶ୍ୱରଙ୍କୁ ଉପାସନା କରନ୍ତି ନାହିଁ। ପରାକ୍ରମଶାଳୀ ଲୋକମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। [ସେଲା]