Psalms 54:4 — Compare Translations

5 translations compared side by side

Odia - 1840
"ଦେଖ, ପରମେଶ୍ବର ମାେତେ ସାହାୟ୍ଯ କରିବେ, ମାରେ ପ୍ରଭୁ ମାରେ ସମର୍ଥନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପରମେଶ୍ଵର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକମାନଙ୍କର ମଧ୍ୟବର୍ତ୍ତୀ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ପରମେଶ୍ୱର ମୋତେ ସାହାଯ୍ୟ କରିବେ, ମୋର ପ୍ରଭୁ ମୋର ସମର୍ଥନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋ’ ପ୍ରାଣରକ୍ଷକ ଅଟନ୍ତି।