Psalms 54:6 — Compare Translations
5 translations compared side by side
Odia - 1840
"ମୁଁ ସ୍ବଇଚ୍ଛାରେ ନବୈେଦ୍ଯ ନଇେ ତୁମ୍ଭ ଉଦ୍ଦେଶ୍ଯରେ ଦବେି। ସଦାପଭ୍ରୁ ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସ୍ଵେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସ୍ୱଇଚ୍ଛାରେ ନୈବେଦ୍ୟ ନେଇ ତୁମ୍ଭ ଉଦ୍ଦେଶ୍ୟରେ ଦେବି। ସଦାପ୍ରଭୁ, ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୁ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ।