Psalms 54:7 — Compare Translations

5 translations compared side by side

Odia - 1840
"ତୁମ୍ଭେ ମାେତେ ମାରେ ସବୁ ବିପଦରୁ ରକ୍ଷା କଲ। ମାେ ଶତ୍ରୁଗଣ ପରାଜିତ ହବୋର ମୁଁ ଦେଖିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ ମୋର ସବୁ ବିପଦରୁ ରକ୍ଷା କଲ। ମୋ’ ଶତ୍ରୁଗଣ ପରାଜିତ ହେବାର ମୁଁ ଦେଖିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋ’ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।