Psalms 55:1 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମାରେ ପ୍ରାର୍ଥନା ଗ୍ରହଣ କର। ମାରେ କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ହେ ପରମେଶ୍ଵର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ପାଇଁ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ହେ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର। ମୋର କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋ’ ବିନତିରୁ ଆପଣାକୁ ଲୁଚାଅ ନାହିଁ।