Psalms 55:10 — Compare Translations

5 translations compared side by side

Odia - 1840
"ନଗରରେ ଦିନରାତି, ପ୍ରେତ୍ୟକକଙ୍କ ପଡ଼ୋଶୀମାନଙ୍କଠାରେ ଦୋଷ ଓ ଅସଭ୍ଯତା ପୁରି ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି । ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ନଗରରେ ଦିନରାତି, ପ୍ରତ୍ୟେକ ପଡ଼ୋଶୀମାନଙ୍କଠାରେ ଦୋଷ ଓ ଅସଭ୍ୟତା ପୁରି ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶତ୍ରୁମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି; ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଶତ୍ରୁମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି; ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି।