Psalms 55:11 — Compare Translations

5 translations compared side by side

Odia - 1840
"ଅପରାଧ ସବୁଠାରେ ପ୍ରଚଳିତ ଅଛି। ଅରାଜକତା ପ୍ରତାରଣା ସର୍ବସାଧାରଣ ସ୍ଥାନ କବେେ ଛାଡ଼ି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅପରାଧ ସବୁଠାରେ ପ୍ରଚଳିତ ଅଛି। ଅରାଜକତା ଓ ପ୍ରତାରଣା ସର୍ବସାଧାରଣ ସ୍ଥାନ କେବେ ଛାଡ଼ି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ।