Psalms 55:12 — Compare Translations
5 translations compared side by side
Odia - 1840
"ୟଦି କୌଣସି ଶତ୍ରୁ ମାେତେ ତିରସ୍କାର କଲା ମୁଁ ସହନ୍ତି। ୟଦି ମାରେ ଶତ୍ରୁମାନେ ମାେ ବିରୁଦ୍ଧରେ ଆକ୍ରମଣ କରନ୍ତି। ମୁଁ ତାଙ୍କଠାରୁ ନିଜକୁ ଲୁଚାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଶତ୍ରୁ ମୋତେ ତିରସ୍କାର କଲା, ମୁଁ ସହନ୍ତି। ଯଦି ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରନ୍ତି, ମୁଁ ତାଙ୍କଠାରୁ ନିଜକୁ ଲୁଗ୍ଭନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରିପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋ’ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;