Psalms 55:13 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭେ ମାରେ ସହୟୋଗୀ, ସହପାଠୀ ଓ ସାଂଗମାନେ, ୟିଏ ଏହା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋʼସମାନ ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ମୋର ସହଯୋଗୀ, ସହପାଠୀ ଓ ସାଙ୍ଗ, ଯିଏ ଏହା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋʼ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୋ’ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।