Psalms 55:14 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ଏକତ୍ର ଗୁପ୍ତ ମନ୍ତ୍ରଣା କଲୁ। ଆମ୍ଭମାନେେ ଲୋକମାନଙ୍କ ସଙ୍ଗେ ପରମେଶ୍ବରଙ୍କ ମନ୍ଦିରକୁ ଗଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ଵରଙ୍କ ଗୃହରେ ଗମନାଗମନ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଏକତ୍ର ଗୁପ୍ତ ମନ୍ତ୍ରଣା କଲୁ। ଆମ୍ଭେମାନେ ଲୋକମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ମନ୍ଦିରକୁ ଗଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।