Psalms 55:15 — Compare Translations
5 translations compared side by side
Odia - 1840
"ମୁଁ ଇଚ୍ଛା କରେ ୟେ, ମୃତ୍ଯୁ ମାରେ ଶତ୍ରୁଗଣଙ୍କୁ ହଠାତ୍ ଆକ୍ରମଣ କରୁ, ମୁଁ ଇଚ୍ଛାକରେ ପୃଥିବୀ ଖାଲିେ ହାଇଯୋଉ ଓ ସମାନଙ୍କେୁ ଜିଅନ୍ତା ଗ୍ରାସ କରି ଗମନ କରନ୍ତୁ। କାରଣ ସମାନଙ୍କେର ବାସସ୍ଥାନରେ ସମାନଙ୍କେ ମଧ୍ୟରେ ଦୁଷ୍ଟତା ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୃତ୍ୟୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଇଚ୍ଛା କରେ ଯେ, ମୃତ୍ୟୁ ମୋର ଶତ୍ରୁଗଣଙ୍କୁ ହଠାତ୍ ଆକ୍ରମଣ କରୁ, ମୁଁ ଇଚ୍ଛାକରେ ପୃଥିବୀ ଖୋଲି ହୋଇଯାଉ ଓ ସେମାନଙ୍କୁ ଜିଅନ୍ତା ଗ୍ରାସ କରି ଗମନ କରନ୍ତୁ। କାରଣ ସେମାନଙ୍କର ବାସସ୍ଥାନରେ ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୃତ୍ୟୁୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସ ସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
Odia IRV 2017 (ଓଡିଆ ବାଇବେଲ)
ମୃତ୍ୟୁୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।