Psalms 55:16 — Compare Translations

5 translations compared side by side

Odia - 1840
"ମୁଁ ପରମେଶ୍ବରଙ୍କଠାରେ ସାହାୟ୍ଯ ପାଇଁ ପ୍ରାର୍ଥନା କରିବି। ଏବଂ ସଦାପ୍ରଭୁ ମାେତେ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ପରମେଶ୍ଵରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମେଶ୍ୱରଙ୍କଠାରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି। ଏବଂ ସଦାପ୍ରଭୁ ମୋତେ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।