Psalms 55:17 — Compare Translations

5 translations compared side by side

Odia - 1840
"ମୁଁ ସନ୍ଧ୍ଯା, ସକାଳେ ଓ ମଧ୍ଯାହ୍ନରେ ପରମେଶ୍ବରଙ୍କୁ କଥା କହିଲି। ମୁଁ ତାଙ୍କୁ କୁ ହେ, ମାେତେ କ'ଣ ବ୍ଯସ୍ତ କରୁଅଛି ଏବଂ ସେ ମାରେ କଥା ଶୁଣନ୍ତି!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସନ୍ଧ୍ୟା ଓ ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ଭାବନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ। ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।
Odia IRV 2017 (ଓଡିଆ ବାଇବେଲ)
ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ’ ରବ ଶୁଣିବେ।